Compartir
Bhoka (en Oriya)
Ramesh Prasad Mohanty
(Autor)
·
Black Eagle Books
· Tapa Blanda
Bhoka (en Oriya) - Mohanty, Ramesh Prasad
$ 43.795
$ 54.744
Ahorras: $ 10.949
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Viernes 19 de Julio y el
Martes 30 de Julio.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Bhoka (en Oriya)"
କବିତ୍ୱ ଏକ ଦୁର୍ଲଭ ଶକ୍ତି । ଏହା ଯେତେବେଳେ ଅବତରଣ କରେ ସାଧାରଣ ମଣିଷ ଅସାଧାରଣ ପାଲଟିଯାଏ । ଏହି ଶକ୍ତି ବଳରେ ସମଗ୍ର ଜୀବଜଗତରେ କଳାପ୍ରାଣତା, କଳ୍ପନା ପ୍ରବଣତା ଚିରଜାଗ୍ରତ ରହିଛି । ସଂସ୍କୃତି ତଥା ସଭ୍ୟତାର କ୍ରମ ଉତ୍ତରିତ ପଥ ଆହୁରି ଉଜ୍ୱଳ ଦିଶୁଛି । ବ୍ୟାସ, ବାଲ୍ମିକୀ, ହୋମର, ଚସରଙ୍କଠାରୁ ଆଜିଯାଏ ଅସଂଖ୍ୟ କବି ଜନ୍ମ ନେଇଛନ୍ତି । ସେହି ଅକ୍ଷର ବ୍ରହ୍ମଙ୍କ ଆଶୀର୍ବାଦରୁ ମହାକାଳ ବକ୍ଷରେ ସେମାନଙ୍କ କୃତିତ୍ୱ ଭାସ୍ୱର ରହିଛି । ଦିନେ ବେଦକୁ ଶୁଣି ଶୁଣି ମନେ ରଖିବାକୁ ହେଉଥିଲା ବୋଲି ବେଦର ଅନ୍ୟନାମ 'ଶ୍ରୁତି' । ପୁଣି ଲିପି ଆବିଷ୍କାର ହେଲା । ମୁଦ୍ରାଯନ୍ତ୍ର ଆସିଲା । ସାହିତ୍ୟ ସୃଷ୍ଟିକୁ ଦୀର୍ଘସ୍ଥାୟୀ କରିବା ଓ ଅତୀତକୁ ବର୍ତ୍ତମାନ ସହିତ ଯୋଡିବାର ପ୍ରକ୍ରିୟା ଆରମ୍ଭ ହେଲା । ପୁଣି ଆସିଲାଣି ଡିଜିଟାଲ ଯୁଗ । ଆଉ କାଗଜ କଲମ ଲୋଡା ପଡିବନି । ଏଭଳି ଦୃତ ପରିବର୍ତ୍ତିତ ସମୟରେ ବିଶିଷ୍ଟ ନୃତତ୍ତ୍ୱବିତ୍ ଗବେଷକ ଡକ୍ଟର ରମେଶ ପ୍ରସାଦ ମହାନ୍ତିଙ୍କର ପ୍ରଥମ କବିତା ସଂକଳନ ପ୍ରକାଶିତ ହେଉଛି । ଏହା ଓଡିଆ କାବ୍ୟଜଗତ ପାଇଁ ଆଶା ଓ ଆଶ୍ୱାସନାର କଥା । ଏହି ସଂକଳନର ଶୀର୍ଷକ 'ଭୋକ', ଯେଉଁଥିରେ ୫୨ ଟି କବିତା ସଂକଳିତ ହୋଇଛି । ଭୋକ ଅଛି ବୋଲି ତ ସଂସାର ଚାଲିଛି । ଏହି ଭୋକ ସଭ୍ୟତାକୁ କର୍ମପ୍ରବଣ କରି ରଖିଛି । ଦେହ, ମନ, ଆତ୍ମା ଏପରିକି କଳାପ୍ରାଣତାର ଭୋକ ରହିଛି । ଏହି ସଂକଳନର କବିତା ଗୁଡିକରେ ତାହା ସ୍ପଷ୍ଟ । ବ୍ୟକ୍ତିଗ&
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.