Compartir
Ipsita Akasha (en Oriya)
Soubhagini Parida
(Autor)
·
Black Eagle Books
· Tapa Blanda
Ipsita Akasha (en Oriya) - Parida, Soubhagini
$ 48.978
$ 61.223
Ahorras: $ 12.245
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Lunes 22 de Julio y el
Miércoles 31 de Julio.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Ipsita Akasha (en Oriya)"
ମାଟି ମୋର ଚିରକାଳପ୍ରିୟ । ଏଇ ଧୂଳି ମାଟିର ଧରଣୀରେ ବାରମ୍ବାର ଜନ୍ମ ନେଇ ଏକ ସାର୍ଥକଜୀବନ ଜୀଇଁବା ହିଁ ମୋ ପାଇଁ ମୋକ୍ଷର ପରିଭାଷା । କିନ୍ତୁ ଆକାଶ ମୋର ଚିର ଈପ୍]ସିତ । ମୁଁ ମାପି ପାରିନାହିଁ ତା'ର ବିସ୍ତୃତି, ନିର୍ଦ୍ଧାରିତ କରିପାରି ନାହିଁ ତା'ର ପରିସୀମା, ମୁଁ ଜାଣି ନାହିଁ କେତେ ଶୂନ୍ୟ ଯୋଗରେ ସେ ମହାଶୂନ୍ୟ । କିନ୍ତୁ ଆକାଶ ଶୂନ୍ୟ ହେଲେ ମଧ୍ୟ ଅସ୍ତିତ୍ୱବାଦର ପ୍ରତୀକ । ସ୍ୱପ୍ନର ଶେଷ ସୀମା । ତା' ଆଗକୁ କିଛି ନାହିଁ, କଳ୍ପନାରେ ସୁଦ୍ଧା । ତେଣୁ ଯେବେଯେବେ ମୋତେ ଗପ ଲାଗେ ମୁଁ ଆକାଶୀମାୟାରେ ମଗ୍ନହୁଏ । ଜହ୍ନରାତି ପରି ବିଞ୍ôଚ ହୋଇପଡ଼େ ନିଜ ଭିତରେ । ଜୀବନର ମହକ ଆଘ୍ରାଣ କରିନିଏ । ଅନୁଭବର ନୀଳନିବିଡ଼ତାରେ ଉଚ୍ଛନ୍ନ ହୁଏ । ଯୋଗିନୀ ସାଜେ । ମନ୍ତ୍ରାବିଷ୍ଟ ହୁଏ । ଲେଖନୀ ଧରେ । ମୋ ବ୍ୟକ୍ତିଗତ ଖାଲିପଣ, ଦୁଃଖ ଓ ଅସହାୟତାକୁ ପାଲଟି ପକାଇ ସାର୍ବଜନୀନତାର ଶାଢ଼ି ପିନ୍ଧେ । ମନ୍ତୁରା ଶବ୍ଦମାନଙ୍କୁ ଗଢ଼େ ଭାଙ୍ଗେ । ସେଗୁଡ଼ିକୁ ଜାଳୁଥାଏ ବାରମ୍ବାର ଉଜ୍ଜ୍ୱଳ ହେବା ନିମନ୍ତେ । ଯେତେ ଜାଳୁଥାଏ, ମୁଁ ଭିତରେ ଭିତରେ ସେତେ ଜଳୁଥାଏ ନିଜସ୍ୱ ଦୁଃଖ ନୁହେଁ, ଚାରିପାଖ ମଣିଷଙ୍କ ଦୁଃଖ ସହ ଯୁଝେ, ପ୍ରେମରେ ଭିଜେ । ସେଇଥିରେ ବତୁରିଯିବାରେ ଓ ଅଙ୍କୁରି ଉଠିବାରେ ତ ମୋ ଲେଖିକା ପଣ । ବାସ୍], ଆଉ କିଛି ନୁହେଁ । ସାରା, ସୂର୍ଯ୍ୟାଂଶ, ରୋହିତ ଓ ପିଟରକୁ ପ୍ରିୟ ପାଠକମାନଙ୍କୁ ଉତ୍ସର୍ଗ କରୁଛି । ଆଶା ସେମାନେ ଚରିତ୍ରଗୁଡ଼ିକୁ ବୁଝିବେ, ହୃଦୟ ଦେଇ ð
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.